ଲେବୀୟ ପୁସ୍ତକ 10:1 - ପବିତ୍ର ବାଇବଲ1 ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। See the chapter |