ଲେବୀୟ ପୁସ୍ତକ 10:18 - ପବିତ୍ର ବାଇବଲ18 ଦେଖ ପବିତ୍ର ସ୍ଥାନ ଭିତରକୁ ଉତ୍ସର୍ଗ ପଶୁର ରକ୍ତ ଅଣାଗଲା ନାହିଁ। ତେଣୁ ତୁମ୍ଭେମାନେ ତାହା ମୋ’ ଆଦେଶାନୁସାରେ ପବିତ୍ର ସ୍ଥାନରେ ଭୋଜନ କରିବା ଉଚିତ୍।” See the chapterପବିତ୍ର ବାଇବଲ (Re-edited) - (BSI)18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ। See the chapterଓଡିଆ ବାଇବେଲ18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥା’ନ୍ତ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।” See the chapter |