Online Bible

- Advertisements -




ଲେବୀୟ ପୁସ୍ତକ 10:5 - ପବିତ୍ର ବାଇବଲ

5 ତେଣୁ ମୀଖାୟେଲ ଓ ଇଲୀଷାଫନ ମୋଶାଙ୍କ ଆଜ୍ଞା ପାଳନ କଲେ। ସେମାନେ ନାଦବ ଓ ଅବୀହୂର ଶବକୁ ଜାମା ସହିତ ଛାଉଣିର ବାହାରକୁ ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ଜାମା ସମେତ ଛାଉଣିର ବାହାରକୁ ନେଇଗଲେ।

See the chapter Copy

ଓଡିଆ ବାଇବେଲ

5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।

See the chapter Copy




ଲେବୀୟ ପୁସ୍ତକ 10:5

Follow us:

Advertisements


Advertisements