ଲେବୀୟ ପୁସ୍ତକ 11:25 - ପବିତ୍ର ବାଇବଲ25 ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterଓଡିଆ ବାଇବେଲ25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapter |