ଲେବୀୟ ପୁସ୍ତକ 11:3 - ପବିତ୍ର ବାଇବଲ3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ଦୁଇ ଭାଗରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)3 ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। See the chapterଓଡିଆ ବାଇବେଲ3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। See the chapter |