ଲେବୀୟ ପୁସ୍ତକ 11:33 - ପବିତ୍ର ବାଇବଲ33 ପୁଣି କୌଣସି ମାଟିପାତ୍ର ଉପରେ ସେମାନଙ୍କର ଶବ ପଡ଼ିଲେ, ତା’ ମଧ୍ୟରେ ଥିବା ସମସ୍ତ ଦ୍ରବ୍ୟ ଅଶୁଚି ହେବ। ତେଣୁ ତାକୁ ତୁମ୍ଭେମାନେ ଭାଙ୍ଗି ପକାଇବ। See the chapterପବିତ୍ର ବାଇବଲ (Re-edited) - (BSI)33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ। See the chapterଓଡିଆ ବାଇବେଲ33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ। See the chapter |