ଲେବୀୟ ପୁସ୍ତକ 11:42 - ପବିତ୍ର ବାଇବଲ42 ସରୀସୃପ ଯେଉଁମାନେ ପେଟରେ ଭରାଦେଇ ଗମନ କରନ୍ତି, ଯେଉଁମାନେ ଗ୍ଭରି ପାଦରେ ଗମନ କରନ୍ତି କିମ୍ବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପ୍ରକାର ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବା ଉଚିତ୍ ନୁହଁ। କାରଣ ସେଗୁଡ଼ିକ ଘୃଣ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ। See the chapterଓଡିଆ ବାଇବେଲ42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ। See the chapter |