ଲେବୀୟ ପୁସ୍ତକ 13:2 - ପବିତ୍ର ବାଇବଲ2 “ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ କିମ୍ବା ତା'ର ଶରୀରରେ ଚର୍ମ ରୋଗଜନିତ ଘା’ ହୁଏ, ତେବେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ୟରୁ କୌଣସି ଯାଜକ ନିକଟକୁ ଅଣାଯିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)2 ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠ ରୋଗର ଘା ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ। See the chapterଓଡିଆ ବାଇବେଲ2 “ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ। See the chapter |