ଲେବୀୟ ପୁସ୍ତକ 13:32 - ପବିତ୍ର ବାଇବଲ32 ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, See the chapterପବିତ୍ର ବାଇବଲ (Re-edited) - (BSI)32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, See the chapterଓଡିଆ ବାଇବେଲ32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, See the chapter |