ଲେବୀୟ ପୁସ୍ତକ 13:37 - ପବିତ୍ର ବାଇବଲ37 ଯଦି ଯାଜକ ଦୃଷ୍ଟିରେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉ ଆରୋଗ୍ୟ ହୋଇଅଛି, ସେ ଶୁଚି ହୋଇଅଛି, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ। See the chapterପବିତ୍ର ବାଇବଲ (Re-edited) - (BSI)37 ମାତ୍ର ତାହାର ଦୃଷ୍ଟିରେ ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ। See the chapterଓଡିଆ ବାଇବେଲ37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ। See the chapter |