ଲେବୀୟ ପୁସ୍ତକ 13:40 - ପବିତ୍ର ବାଇବଲ40 “ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡ଼ି ଯାଏ ତେବେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)40 ଆଉ, ଯେବେ କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। See the chapterଓଡିଆ ବାଇବେଲ40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। See the chapter |