ଲେବୀୟ ପୁସ୍ତକ 13:45 - ପବିତ୍ର ବାଇବଲ45 “ପୁଣି ଯେଉଁ ଲୋକ କୁଷ୍ଠରୋଗୀ, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ। ପୁଣି “ଅଶୁଚି, ଅଶୁଚି” ବୋଲି ଚିତ୍କାର କରିବ। See the chapterପବିତ୍ର ବାଇବଲ (Re-edited) - (BSI)45 ଆଉ, ଯେଉଁ କୁଷ୍ଠୀର ଘାଆ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି “ଅଶୁଚି ଅଶୁଚି” ବୋଲି ଡାକ ପକାଇବ। See the chapterଓଡିଆ ବାଇବେଲ45 ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ। See the chapter |