ଲେବୀୟ ପୁସ୍ତକ 13:50 - ପବିତ୍ର ବାଇବଲ50 ଯାଜକ ସେହି ଦାଗ ଦେଖିବ ଓ ସେହି ଦାଗଥିବା ଦ୍ରବ୍ୟକୁ ସାତ ଦିନ ପୃଥକ ରଖିବ। See the chapterପବିତ୍ର ବାଇବଲ (Re-edited) - (BSI)50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯହିଁରେ ସେହି ଦାଗ ଥାଏ, ତାହା ସାତ ଦିନ ରୁଦ୍ଧ କରି ରଖିବ। See the chapterଓଡିଆ ବାଇବେଲ50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ। See the chapter |