Online Bible

- Advertisements -




ଲେବୀୟ ପୁସ୍ତକ 13:56 - ପବିତ୍ର ବାଇବଲ

56 “ମାତ୍ର ଧୂଆ ଗଲାପରେ ଯଦି ଯାଜକ ଦେଖିବ, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ ତାହା ଚିରି ପକାଇବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯେବେ ଦେଖ, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।

See the chapter Copy

ଓଡିଆ ବାଇବେଲ

56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।

See the chapter Copy




ଲେବୀୟ ପୁସ୍ତକ 13:56

Follow us:

Advertisements


Advertisements