ଲେବୀୟ ପୁସ୍ତକ 14:19 - ପବିତ୍ର ବାଇବଲ19 “ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। See the chapterଓଡିଆ ବାଇବେଲ19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। See the chapter |