ଲେବୀୟ ପୁସ୍ତକ 14:27 - ପବିତ୍ର ବାଇବଲ27 ଆଉ ଯାଜକ ନିଜର ଦକ୍ଷିଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ। See the chapterପବିତ୍ର ବାଇବଲ (Re-edited) - (BSI)27 ଆଉ, ଯାଜକ ଆପଣା ଦକ୍ଷିଣ ଅଙ୍ଗୁଳି ଦ୍ଵାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ; See the chapterଓଡିଆ ବାଇବେଲ27 ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ; See the chapter |