ଲେବୀୟ ପୁସ୍ତକ 15:22 - ପବିତ୍ର ବାଇବଲ22 ପୁଣି ଯେକେହି ତା'ର ବସିବା ଆସନରେ ବସିବ, ସେ ତା'ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ଆଉ ମଧ୍ୟ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterଓଡିଆ ବାଇବେଲ22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapter |