ଲେବୀୟ ପୁସ୍ତକ 16:10 - ପବିତ୍ର ବାଇବଲ10 କିନ୍ତୁ ଗୁଲିବାଣ୍ଟ ଦ୍ୱାରା ଅଜାଜେଲ ନିମନ୍ତେ ସିଦ୍ଧାନ୍ତ କରାଯାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖରେ ଜୀଅନ୍ତା ଛିଡ଼ା କରାଯିବ। ମରୁଭୂମିର ବାହାରକୁ ଅଜାଜେଲ ଏହି ଛାଗକୁ ପଠାଇବା ଦ୍ୱାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାୟଶ୍ଚିତ କରିବ। See the chapterପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ଵାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ। See the chapterଓଡିଆ ବାଇବେଲ10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ। See the chapter |