Online Bible

- Advertisements -




ଲେବୀୟ ପୁସ୍ତକ 16:26 - ପବିତ୍ର ବାଇବଲ

26 “ପୁଣି ଯେଉଁ ଲୋକ ତ୍ୟାଗର (ଅଜାଜେଲରେ) ଛାଗକୁ ନେଇ ଛାଡ଼ିଥାଏ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣିରେ ପ୍ରବେଶ କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକି ଆସିବ।

See the chapter Copy

ଓଡିଆ ବାଇବେଲ

26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।

See the chapter Copy




ଲେବୀୟ ପୁସ୍ତକ 16:26

Follow us:

Advertisements


Advertisements