ଲେବୀୟ ପୁସ୍ତକ 16:31 - ପବିତ୍ର ବାଇବଲ31 ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମ ଦିନ, ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି। See the chapterପବିତ୍ର ବାଇବଲ (Re-edited) - (BSI)31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ଏହା ଅନନ୍ତକାଳୀନ ବିଧି। See the chapterଓଡିଆ ବାଇବେଲ31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି। See the chapter |