ଲେବୀୟ ପୁସ୍ତକ 16:6 - ପବିତ୍ର ବାଇବଲ6 ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। See the chapterଓଡିଆ ବାଇବେଲ6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। See the chapter |