ଲେବୀୟ ପୁସ୍ତକ 17:9 - ପବିତ୍ର ବାଇବଲ9 ତେବେ ସେ ସେହି ବଳିଦାନ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନ କରିବ ତେବେ ସେ ନିଜ ଲୋକମାନଙ୍କଠାରୁ ପୃଥକ ରହିବ। See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ଵୁଦ୍ଵାରକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। See the chapterଓଡିଆ ବାଇବେଲ9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। See the chapter |