Online Bible

- Advertisements -




ଲେବୀୟ ପୁସ୍ତକ 18:17 - ପବିତ୍ର ବାଇବଲ

17 “ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେମାନେ ତା'ର ନିକଟ ସମ୍ପର୍କୀୟ। ଏପ୍ରକାର ଯୌନ ସମ୍ପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରଜାତା; ଏହା ଦୁଷ୍ଟତା ଅଟେ।

See the chapter Copy

ଓଡିଆ ବାଇବେଲ

17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।

See the chapter Copy




ଲେବୀୟ ପୁସ୍ତକ 18:17

Follow us:

Advertisements


Advertisements