ଲେବୀୟ ପୁସ୍ତକ 18:18 - ପବିତ୍ର ବାଇବଲ18 “ତୁମ୍ଭର ସ୍ତ୍ରୀ ଜୀବିତ ଥିଲେ ତୁମ୍ଭେ ତୁମ୍ଭର ଶାଳୀକୁ ବିବାହ କରି ତାହା ସହିତ ଯୌନ ସମ୍ପର୍କ ରଖିବା ଉଚିତ୍ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ଵରେ ତାହାର ସପନିୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକି ଗ୍ରହଣ କରିବ ନାହିଁ। See the chapterଓଡିଆ ବାଇବେଲ18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ। See the chapter |