ଲେବୀୟ ପୁସ୍ତକ 18:29 - ପବିତ୍ର ବାଇବଲ29 ତେଣୁ ଯେଉଁମାନେ ଏହି ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ତେବେ ସେହି କର୍ମକାରୀ ପ୍ରାଣୀମାନେ ନିଜ ନିଜ ଲୋକମାନଙ୍କଠାରୁ ପୃଥକ ରହିବେ। See the chapterପବିତ୍ର ବାଇବଲ (Re-edited) - (BSI)29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀ-ମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ। See the chapterଓଡିଆ ବାଇବେଲ29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ। See the chapter |