Online Bible

- Advertisements -

ଲେବୀୟ ପୁସ୍ତକ 19:15 - ପବିତ୍ର ବାଇବଲ

15 “ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।

See the chapter Copy

ଲେବୀୟ ପୁସ୍ତକ 19:15

Follow us:

Advertisements

Advertisements