ଲେବୀୟ ପୁସ୍ତକ 19:6 - ପବିତ୍ର ବାଇବଲ6 ବଳିଦାନ ଦିନ କିମ୍ବା ତା'ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦଗ୍ଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)6 ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। See the chapterଓଡିଆ ବାଇବେଲ6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ। See the chapter |