Online Bible

- Advertisements -




ଲେବୀୟ ପୁସ୍ତକ 2:4 - ପବିତ୍ର ବାଇବଲ

4 “ଆଉ ଯଦି କେହି ତୁନ୍ଦୁରରେ ପକ୍ୱ କରି ଶସ୍ୟ-ନୈବେଦ୍ୟ ଦିଏ, ତେବେ ତାହା ତାଡ଼ିଶୂନ୍ୟ ରୋଟୀ ଓ ତୈଳରେ ଛଣା ଯାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଯେବେ ତୁମ୍ଭେ ଭକ୍ଷ୍ୟ-ନୈବେଦ୍ୟ ରୂପେ ତନ୍ଦୁରରେ ପକ୍ଵ ଦ୍ରବ୍ୟ ଦିଅ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।

See the chapter Copy

ଓଡିଆ ବାଇବେଲ

4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।

See the chapter Copy




ଲେବୀୟ ପୁସ୍ତକ 2:4

Follow us:

Advertisements


Advertisements