Online Bible

- Advertisements -




ଲେବୀୟ ପୁସ୍ତକ 20:25 - ପବିତ୍ର ବାଇବଲ

25 ତେଣୁ ତୁମ୍ଭେମାନେ ଶୁଚି-ଅଶୁଚି ପଶୁ ଓ ଶୁଚି-ଅଶୁଚି ପକ୍ଷୀ ମଧ୍ୟରେ ପ୍ରଭେଦ ଜାଣିବ। କୌଣସି ଅଶୁଚି ପଶୁ କିମ୍ବା ପକ୍ଷୀ ଭୋଜନ କରିବ ନାହିଁ ଓ ଉରୋଗାମୀ ପ୍ରାଣୀ ମଧ୍ୟ ଖାଇବ ନାହିଁ। ଆମ୍ଭେ ସେଗୁଡ଼ିକୁ ଘୃଣାଯୋଗ୍ୟ କରିଅଛୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

25 ଏହେତୁ ତୁମ୍ଭେମାନେ ଶୁଚି-ଅଶୁଚି ପଶୁ ଓ ଶୁଚି-ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେ ଯେ ପଶୁ ଓ ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ଵାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।

See the chapter Copy

ଓଡିଆ ବାଇବେଲ

25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।

See the chapter Copy




ଲେବୀୟ ପୁସ୍ତକ 20:25

Follow us:

Advertisements


Advertisements