ଲେବୀୟ ପୁସ୍ତକ 21:3 - ପବିତ୍ର ବାଇବଲ3 ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ। See the chapterଓଡିଆ ବାଇବେଲ3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ। See the chapter |