ଲେବୀୟ ପୁସ୍ତକ 21:7 - ପବିତ୍ର ବାଇବଲ7 “ଜଣେ ଯାଜକ ତା'ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ। See the chapterପବିତ୍ର ବାଇବଲ (Re-edited) - (BSI)7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapterଓଡିଆ ବାଇବେଲ7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। See the chapter |