ଲେବୀୟ ପୁସ୍ତକ 22:19 - ପବିତ୍ର ବାଇବଲ19-20 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ଅଣ୍ଡିରା ମେଷ, ଗୋରୁ କିମ୍ବା ପୁଂ ଛାଗ ଉତ୍ସର୍ଗ କରିବା ଉଚିତ୍। ମାତ୍ର ଖୁଣଥିବା ପ୍ରାଣୀକୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନୈବେଦ୍ୟ ରୂପେ ଗ୍ରହଣୀୟ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ। See the chapterଓଡିଆ ବାଇବେଲ19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ। See the chapter |