Online Bible

- Advertisements -




ଲେବୀୟ ପୁସ୍ତକ 22:24 - ପବିତ୍ର ବାଇବଲ

24 “ଆଉ ମଧ୍ୟ ଯେଉଁ ପ୍ରାଣୀର କୋଷ ମୋଡ଼ା କି ଛେଗ୍ଭ କି ଭଙ୍ଗା କି କଟା ଏପରି ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ କିମ୍ବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳିଦାନ କରିବ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ।

See the chapter Copy

ଓଡିଆ ବାଇବେଲ

24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ, ଯାହାର କୋଷ ମଳା, ଛେଚା, ଭଙ୍ଗା, କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି ବଳି ଉତ୍ସର୍ଗ କରିବ ନାହିଁ।

See the chapter Copy




ଲେବୀୟ ପୁସ୍ତକ 22:24

Follow us:

Advertisements


Advertisements