ଲେବୀୟ ପୁସ୍ତକ 24:15 - ପବିତ୍ର ବାଇବଲ15 ଆଉ ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ। See the chapterପବିତ୍ର ବାଇବଲ (Re-edited) - (BSI)15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେ କେହି ଆପଣା ପରମେଶ୍ଵରଙ୍କୁ ଶାପ ଦିଏ, ସେ ଆପଣା ପାପ ବହିବ। See the chapterଓଡିଆ ବାଇବେଲ15 ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ। See the chapter |