ଲେବୀୟ ପୁସ୍ତକ 24:22 - ପବିତ୍ର ବାଇବଲ22 “ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ୟବସ୍ଥା ହେବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” See the chapterପବିତ୍ର ବାଇବଲ (Re-edited) - (BSI)22 ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। See the chapterଓଡିଆ ବାଇବେଲ22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” See the chapter |