ଲେବୀୟ ପୁସ୍ତକ 24:6 - ପବିତ୍ର ବାଇବଲ6 ସୁବର୍ଣ୍ଣ ମେଜ ଉପରେ ପ୍ରତି ଧାଡ଼ିରେ ଛଅ ଛଅ କରି ଦୁଇ ଧାଡ଼ିରେ ସେହିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖରେ ରଖିବ। See the chapterପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ। See the chapterଓଡିଆ ବାଇବେଲ6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ। See the chapter |