ଲେବୀୟ ପୁସ୍ତକ 25:29 - ପବିତ୍ର ବାଇବଲ29 “ଆଉ ଯଦି କେହି ପ୍ରାଚୀର ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ। ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରିବାର ଅଧିକାର ରହିବ। See the chapterପବିତ୍ର ବାଇବଲ (Re-edited) - (BSI)29 ଆଉ, ଯେବେ କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ। See the chapterଓଡିଆ ବାଇବେଲ29 ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ। See the chapter |