ଲେବୀୟ ପୁସ୍ତକ 25:38 - ପବିତ୍ର ବାଇବଲ38 ଯେ ତୁମ୍ଭର ପରମେଶ୍ୱର ଓ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିଶର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଆମ୍ଭେ ଅଟୁ। See the chapterପବିତ୍ର ବାଇବଲ (Re-edited) - (BSI)38 ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ଵର ସେହି ସଦାପ୍ରଭୁ ଆମ୍ଭେ ଅଟୁ। See the chapterଓଡିଆ ବାଇବେଲ38 ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ। See the chapter |