Online Bible

- Advertisements -




ଲେବୀୟ ପୁସ୍ତକ 25:47 - ପବିତ୍ର ବାଇବଲ

47 “ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ପ୍ରବାସୀ କି ବିଦେଶୀ ଧନୀ ହୋଇଯାଏ ଓ ତୁମ୍ଭର ସ୍ୱଦେଶୀ ଲୋକ ଦରିଦ୍ର ହୋଇଯାଏ, ଆଉ ସେହି ବିଦେଶୀ ବା ପ୍ରବାସୀ ନିକଟରେ ସେ ନିଜକୁ ବିକ୍ରୀ କରେ,

See the chapter Copy

ପବିତ୍ର ବାଇବଲ (Re-edited) - (BSI)

47 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକେ;

See the chapter Copy

ଓଡିଆ ବାଇବେଲ

47 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;

See the chapter Copy




ଲେବୀୟ ପୁସ୍ତକ 25:47

Follow us:

Advertisements


Advertisements