Online Bible

- Advertisements -




ଲେବୀୟ ପୁସ୍ତକ 25:52 - ପବିତ୍ର ବାଇବଲ

52 ଯଦି ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ତାହା ସହିତ ସେ ଗଣନା କରିବ, ସେହି ବର୍ଷ ଅନୁସାରେ ସେ ଆପଣା କ୍ରୟ ମୂଲ୍ୟର ଏକ ଛୋଟ ଅଂଶ ତାକୁ ଫେରାଇ ଦେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

52 ଆଉ ଯେବେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକୀ ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

See the chapter Copy

ଓଡିଆ ବାଇବେଲ

52 ଆଉ ଯଦି ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

See the chapter Copy




ଲେବୀୟ ପୁସ୍ତକ 25:52

Follow us:

Advertisements


Advertisements