ଲେବୀୟ ପୁସ୍ତକ 26:29 - ପବିତ୍ର ବାଇବଲ29 ତୁମ୍ଭେମାନେ ଏତେ କ୍ଷୁଧିତ ହେବ ଯେ ଆପଣା ପୁତ୍ର ଓ କନ୍ୟାମାନଙ୍କର ମାଂସ ଭୋଜନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ମାଂସ ଖାଇବ ଓ କନ୍ୟାଗଣର ମାଂସ ତୁମ୍ଭେମାନେ ଭୋଜନ କରିବ। See the chapterଓଡିଆ ବାଇବେଲ29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ। See the chapter |