ଲେବୀୟ ପୁସ୍ତକ 26:33 - ପବିତ୍ର ବାଇବଲ33 ଆଉ ଆମ୍ଭେ ନାନାଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହେବ। See the chapterପବିତ୍ର ବାଇବଲ (Re-edited) - (BSI)33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। See the chapterଓଡିଆ ବାଇବେଲ33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ। See the chapter |