ଲେବୀୟ ପୁସ୍ତକ 26:38 - ପବିତ୍ର ବାଇବଲ38 ତୁମ୍ଭେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କର ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ। See the chapterପବିତ୍ର ବାଇବଲ (Re-edited) - (BSI)38 ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ। See the chapterଓଡିଆ ବାଇବେଲ38 ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ। See the chapter |