ଲେବୀୟ ପୁସ୍ତକ 27:11 - ପବିତ୍ର ବାଇବଲ11 “କେତେକ ପ୍ରାଣୀ ଅଛନ୍ତି ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରାଯାଇ ପାରିବ ନାହିଁ। ସେପରି ଅଶୁଚି ପଶୁ ହୋଇଥିଲେ ଯାଜକ ସମ୍ମୁଖକୁ ଅଣାଯିବ। See the chapterପବିତ୍ର ବାଇବଲ (Re-edited) - (BSI)11 ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ। See the chapterଓଡିଆ ବାଇବେଲ11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ। See the chapter |