ଲେବୀୟ ପୁସ୍ତକ 27:12 - ପବିତ୍ର ବାଇବଲ12 ପୁଣି ସେହି ପଶୁ ଭଲ ହେଉ କି ମନ୍ଦ ହେଉ ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ହେବ। See the chapterପବିତ୍ର ବାଇବଲ (Re-edited) - (BSI)12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ। See the chapterଓଡିଆ ବାଇବେଲ12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ। See the chapter |