Online Bible

- Advertisements -




ଲେବୀୟ ପୁସ୍ତକ 27:26 - ପବିତ୍ର ବାଇବଲ

26 “ପଶୁମାନଙ୍କ ମଧ୍ୟରୁ ଗୋରୁ ହେଉ କି ମେଷ ହେଉ ପ୍ରଥମଜାତ ସର୍ବଦା ସଦାପ୍ରଭୁଙ୍କର। ତାକୁ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ପାରିବେ ନାହିଁ। କାରଣ ତାହା ଆଗରୁ ସଦାପ୍ରଭୁଙ୍କର ଅଟେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।

See the chapter Copy

ଓଡିଆ ବାଇବେଲ

26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।

See the chapter Copy




ଲେବୀୟ ପୁସ୍ତକ 27:26

Follow us:

Advertisements


Advertisements