ଲେବୀୟ ପୁସ୍ତକ 27:9 - ପବିତ୍ର ବାଇବଲ9 “କେତେକ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇ ପାରିବ, ସେହି ପଶୁଗୁଡ଼ିକ ମଧ୍ୟରୁ ଯଦି କେହି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସେହି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହୋଇଥିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ। See the chapterଓଡିଆ ବାଇବେଲ9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ। See the chapter |