ଲେବୀୟ ପୁସ୍ତକ 3:12 - ପବିତ୍ର ବାଇବଲ12 “ଆଉ ଯଦି କେହି ଛାଗ ନୈବେଦ୍ୟ କରେ, ତେବେ ସେ ତାକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। See the chapterପବିତ୍ର ବାଇବଲ (Re-edited) - (BSI)12 ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ, See the chapterଓଡିଆ ବାଇବେଲ12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ, See the chapter |