ଲେବୀୟ ପୁସ୍ତକ 3:17 - ପବିତ୍ର ବାଇବଲ17 ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟଦ୍ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ। See the chapterଓଡିଆ ବାଇବେଲ17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।” See the chapter |