ଲେବୀୟ ପୁସ୍ତକ 3:7 - ପବିତ୍ର ବାଇବଲ7 ଯଦି ସେ ନୈବେଦ୍ୟ ରୂପେ ମେଷ ଉତ୍ସର୍ଗ କରେ ତେବେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖକୁ ତାକୁ ଆଣିବ। See the chapterପବିତ୍ର ବାଇବଲ (Re-edited) - (BSI)7 ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ; See the chapterଓଡିଆ ବାଇବେଲ7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ; See the chapter |